
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.) ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାରେ ହୋଇଥିବା ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିଜୟ ନଗରମ ଜିଲ୍ଲାରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ମୃତାହତ ନେଇ ଦୁଃଖପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
