ଭୁବନେଶ୍ୱର, 20 ନଭେମ୍ବର (ହି.ସ.) – ଜି. ଉଦୟଗିରି ଏନଏସି କାଉନସିଲର ପି. ସଂଜୀବ କୁମାର ପାତ୍ରଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହୋଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂଜୀବଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିଛନ୍ତି । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା/ସମନ୍ୱୟ
