• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ବ୍ରାହ୍ମଣୀ ନଦୀପୁନରୁଦ୍ଧାର ପରିପ୍ରେକ୍ଷୀରେ ଜଳ ସଂପଦ ବିଭାଗ ଏବଂ ଆଇଆଇଟି,ଗୌହାଟୀ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Regional

ବ୍ରାହ୍ମଣୀ ନଦୀପୁନରୁଦ୍ଧାର ପରିପ୍ରେକ୍ଷୀରେ ଜଳ ସଂପଦ ବିଭାଗ ଏବଂ ଆଇଆଇଟି,ଗୌହାଟୀ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

CliQ INDIA
Last updated: November 21, 2023 11:30 am
CliQ INDIA
Share
3 Min Read
SHARE

ଯାଜପୁର ଜିଲ୍ଲାର ଜେନାପୁର ଓ ଯୋକଡିଆ ଠାରେ ସମନ୍ୱିତ ଅନ୍ତଃ ନଦୀ ଜଳାଶୟ ନିର୍ମାଣରେ ଏହି ଅଧ୍ୟୟନ ସହାୟକ ହେବ ।

ଭୁବନେଶ୍ୱର , 21 ନଭେମ୍ବର (ହି.ସ.) ଓଡ଼ିଶା ରାଜ୍ୟ ଜଳସମ୍ପଦ ବିଭାଗ ଏବଂ ଆଇଆଇଟି, ଗୌହାଟୀ ମଧ୍ୟରେ ବ୍ରାହ୍ମଣୀ ନଦୀ ଡେଲଟା ପୁନରୁଦ୍ଧାର ପାଇଁ “ଭୌତିକ ଏବଂ ଗାଣିତିକ ନଦୀ ମଡେଲିଂ ଅଧ୍ୟୟନ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୁଝାମଣା ପତ୍ର ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏବଂ ଉନ୍ନୟନ କମିଶନର-ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ସ୍ୱାକ୍ଷିରିତ ହୋଇଥିଲା । ଜଳସମ୍ପଦ ବିଭାଗ ତରଫରୁ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ଓ ଆଇଆଇଟି, ଗୌହାଟୀ ପକ୍ଷରୁ ପ୍ରଫେସର ଶିବାଶିଷ ଦତ୍ତ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ।

ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ନଦୀ । ଏହି ନଦୀ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ପ୍ରବାହିତ ହେଉଛି । ନଦୀର ୧୩୦ କିଲୋମିଟର ଦୂରରେ ରେଙ୍ଗାଲିଠାରେ ଏକ ନଦୀବନ୍ଧ ଏବଂ ରେଙ୍ଗାଲି ଡ୍ୟାମର ପ୍ରାୟ ୩୫.୦୦ କିଲୋମିଟର ତଳ ମୁଣ୍ଡରେ ସମଲଠାରେ ଏକ ବ୍ୟାରେଜ ନିର୍ମାଣ କରାଯାଇଛି । ବୁଝାମଣା ପତ୍ର ସ୍ୱାକ୍ଷର ପରିପ୍ରେକ୍ଷୀରେ ବ୍ରାହ୍ମଣୀ ନଦୀର ତଳ ମୁଣ୍ଡରେ ଜଳପ୍ରବାହର ସ୍ଥିତି ସଂପର୍କରେ ସର୍ବୋଚ୍ଚ ଯନ୍ତ୍ରୀ ଉପସ୍ଥାପନ କରିଥିଲେ । ନଦୀସ୍ତରରେ ବାଲି, ପଙ୍କ ଓ ପଟୁ ଆଦି ବସିବା ଦ୍ୱାରା ନଦୀରେ ଜଳସ୍ତର ଓ ପ୍ରବାହ କମ୍ ରହୁଛି । ଫଳରେ ବନ୍ୟା ଜଳ ନିସ୍କାସନରେ ମଧ୍ୟ ସମସ୍ୟା ଉପୁଜୁଛି । ତେଣୁ ନଦୀରେ ଜଳ ସଂଚୟ ଏବଂ ପ୍ରବାହକୁ ନିଶ୍ଚିତ କରିବାକୁ ଏହାର ପୁନରୁଦ୍ଧାର କରିବାର ଆବଶ୍ୟକତା ରହିଛି । ଆହୁରି ମଧ୍ୟ ଆବଶ୍ୟକ ସମୟରେ ଜଳର ଉପଲବ୍ଧତା ଦୃଷ୍ଟିରୁଯାଜପୁର ଜିଲ୍ଲାର ଜେନାପୁର ଓ ଯୋକଡିଆରେ ସମନ୍ୱିତ ଅନ୍ତଃନଦୀ ଜଳାଶୟ ନିର୍ମାଣ ମାଧ୍ୟମରେ ପୁନରୁଦ୍ଧାର କାର୍ଯ୍ୟ କରି ଉଭୟ ନଦୀରେ ପ୍ରବାହ ସୁନିଶ୍ଚିତ କରିବାକୁ ପ୍ରସ୍ତାବ ଦିଆଯାଇଛି। ନଦୀ ପ୍ରଣାଳୀକୁ ପୁନରୁଦ୍ଧାର କରିବା ପାଇଁ ଢାଞ୍ଚାଗୁଡ଼ିକର ଉପଯୁକ୍ତ କାର୍ଯ୍ୟକାରିତା ଏବଂ ଜଳ ପ୍ରବାହର ଆନୁପାତିକ ବଣ୍ଟନ ପାଇଁ ବୈଷୟିକ ଦିଗ ନିର୍ଣ୍ଣୟ କରିବା ପାଇଁ ଅନ୍ତଃନଦୀ ନିର୍ମାଣ ପୂର୍ବରୁ ମଡେଲ ଅଧ୍ୟୟନର ଆବଶ୍ୟକତାକୁ ଉପଲବ୍ଧ କରି ଆଇଆଇଟି,ଗୌହାଟୀ ସହିତ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

କାର୍ଯ୍ୟକ୍ରମରେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ସାହୁ କହିଛନ୍ତି ଯେ,ଜଳ ସଂପଦ ବିଭାଗ ଲୋକମାଙ୍କର ଜଳର ଆବଶ୍ୟକତାକୁ ପୂରଣ ଦିଗରେ ସର୍ବଦା ପ୍ରୟାସ ଜାରି ରଖିଛି । ବିଭାଗ ତରଫରୁ ବ୍ରାହ୍ଣଣୀ ନଦୀରେ ପ୍ରସ୍ତାବିତ ଅନ୍ତଃନଦୀ ଜଳାଶୟ ନିର୍ମାଣ ସଂକ୍ରାନ୍ତରେ ଓ ନଦୀରେ ମାଟି,ପଙ୍କ ଆଦି ଜମି ନରହି ଜଳ ପ୍ରବାହକୁ ନିଶ୍ଚିତ କରିବାକୁ ଉଦ୍ଦିଷ୍ଟ ଏହି ବୁଝାମଣା ପତ୍ର ଏ କ୍ଷେତ୍ରରେ ବୈଷୟିକ ଅଧ୍ୟୟନ ପାଇଁ ଆମକୁ ସହାୟକ ହେବ , ଯାହା ସଂପୃକ୍ତ ଅଞ୍ଚଳବାସୀଙ୍କ ପାଇଁ ଜଳ ଉପଲବ୍ଧତାକୁ ସୁନିଶ୍ଚିତ କରିବ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ତାଙ୍କ ଅଭିଭାଷଣରେ ଏହି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ବିଶଦ୍ ଭାବେ ଅବଗତ କରିଥିଲେ । ବୈଠକରେ ବିଭାଗର ଅନ୍ୟ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ଶାସନ ସଚିବ, ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଅନ୍ୟ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ

You Might Also Like

ଜାତୀୟ ଡାକ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ସିଏମ୍ କିଷାନ ସହାୟତାର ତୃତୀୟ କିସ୍ତି ଜାରି
୧୬ ନମ୍ବର ଜାତୀୟ ରାଜପଥ ଉପରେ ଓଲଟିଲା ଟ୍ରକ : ଖଲାସି ଗୁରୁତର
ଆଜି ବନ୍ଦ ରହିବ ପାସପୋର୍ଟ ସେବା କେନ୍ଦ୍ର | BulletsIn
ଦୁର୍ଗମ ଅଂଚଳ ଚାଂଚଡାପଦର ଗାଁ ରେ ପହଂଚି ପାରିଲାନି ବିକାଶ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ପେଟ୍ରୋଲ-ଡିଜେଲ ମୂଲ୍ୟ ସ୍ଥିର, ଅଶୋଧିତ ତୈଳଦର ବ୍ୟାରେଲ ପିଛା 83 ଡଲାର
Next Article ଭାରତ ରତ୍ନ ଡକ୍ଟର ସିଭି ରମଣଙ୍କ ସ୍ମରଣ କଲେ ରାଜ୍ୟପାଳ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?