ଲକ୍ଷ୍ନୌ, 22 ନଭେମ୍ବର (ହି.ସ.) ଆଜି ହେଉଛି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କର ସ୍ମୃତିଚାରଣ କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ସୋସିଆଲ ମିଡିଆ ଏକ୍ସରେ ଯୋଗୀ କହିଛନ୍ତି ଯେ, ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
