ଭୁବନେଶ୍ୱର, 03 ଡିସେମ୍ବର – ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦଙ୍କୁ ସ୍ମରଣ କରିଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଭାରତୀୟ ସ୍ଵାଧିନତା ସଂଗ୍ରାମୀ ତଥା ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କୁ କୋଟି କୋଟି ନମନ୍ ।
ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ
