
ଭୁବନେଶ୍ୱର, 2 ଜାନୁଆରୀ (ହି.ସ.) ଆଜି ହେଉଛି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କୁ ଜନ୍ମଦିନ ହାର୍ଦ୍ଦିକ ଶୁଭକାମନା ଜଣାଉଛି । ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
