
ଭୁବନେଶ୍ୱର, 13 ଜାନୁଆରୀ (ହି.ସ.) ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ସ୍ୱର୍ଗତ ରାଜା ବାହାଦୁର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
