
ଭୁବନେଶ୍ୱର, 23 ଜାନୁଆରୀ (ହି.ସ.) ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ସ୍ଵାଧୀନତା ସଂଗ୍ରାମର ମହାସଂଗ୍ରାମୀ, ଓଡ଼ିଶାର ବରପୁତ୍ର ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । ତାଙ୍କର ଅଦମ୍ୟ ସାହସ, ଜାତି ପାଇଁ ତ୍ୟାଗ ଓ ନିଷ୍ଠା ସର୍ବଦା ଯୁବ ସମାଜକୁ ଅନୁପ୍ରାଣିତ କରିବ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
