
ଭୁବନେଶ୍ୱର, 11 ଫେବୃଆରୀ : ଆଜି ହେଉଛି ସ୍ୱାଧୀନତା ସଂଗ୍ରାମୀ ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାମ୍ବାଦିକ ତଥା ରାଜନେତା ସ୍ୱର୍ଗତ ସୁରେନ୍ଦ୍ରନାଥ ଦ୍ୱିବେଦୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
