ଭୁବନେଶ୍ୱର, 21 ଫେବୃଆରୀ ଖୋର୍ଦ୍ଧା ଜିଲାସ୍ଥରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ଉତ୍ସବ ବୁଧବାର ସକାଳ ୧୦ ଘଟିକା ସମୟରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲରେ ଅନୁଷ୍ଠିତ ହେବ । ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବ୍ଲକର ବିଭିନ୍ନ ସ୍ତରରେ ପ୍ରାୟ ୨ ହଜାର ଜଣଙ୍କୁ ପୁରସ୍କାର ପ୍ରଦାନ କରାଯିବ।
