• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ
Regional

ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ

CliQ INDIA
Last updated: August 8, 2025 8:50 pm
CliQ INDIA
Share
3 Min Read
SHARE
ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ
କଳିକେଶ ଙ୍କ ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିକାଶ ମୂଳକ ସମୀକ୍ଷା ବୈଠକ

ବଲାଙ୍ଗିର, 8 ଅଗଷ୍ଟ (ହି.ସ.)

ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକଙ୍କ ସମ୍ପର୍କିତ ପ୍ରସଙ୍ଗ ଉପରେ ଜିଲ୍ଲାସ୍ତରୀୟ ସମନ୍ୱୟ ବୈଠକ ଗତକାଲି ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡା. ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ପବିତ୍ର ବେହେରା ଓ ନିର୍ବାହୀ ଅଧିକାରୀ-ତଥା- ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ତରୁଣ ସୁନା ପ୍ରମୁଖ ଉପସ୍ଥିତ ଥିଲେ । ଏହି ବୈଠକରେ ଶ୍ରମିକ ମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ନିମନ୍ତେ ସବିଶେଷ ତଥା ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା । ଦାଦନ ସମସ୍ୟାର ସମାଧାନ ପାଇଁ ଉନ୍ନୟନ ମୂଳକ କାର୍ଯ୍ୟପନ୍ଥା ସ୍ଥିର କରିବା ପାଇଁ ଓ ବିଭିନ୍ନ ସରକାରୀ ସଂସ୍ଥା ମାନଙ୍କ ଦ୍ୱାରା ନିଆଯିବାକୁ ଥିବା ପଦକ୍ଷେପ ଗୁଡିକ ଯଥା ଶୀଘ୍ର ତ୍ୱରିତ୍ ପଦକ୍ଷେପ ନେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେପରି କାର୍ଯ୍ୟ ଅନ୍ୱେଷଣରେ ଦାଦନ ଖଟିବାକୁ ବାହାର ରାଜ୍ୟକୁ କେଉଁ ବ୍ଲକରୁ କେଉଁ ମାନେ ଦାଦନ ଖଟିବାକୁ ଯାଉଛନ୍ତି ସେମାନଙ୍କୁ ଚିହ୍ନଟ କରି ସ୍ଥାୟୀ ରୋଜଗାର ବ୍ୟବସ୍ଥା ଓ ଯୋଜନା ପ୍ରସ୍ତୁତ କରିବା ନିମନ୍ତେ ଉପସ୍ଥିତ ଥିବା ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ସରକାରଙ୍କ ଜନ ମଙ୍ଗଳ ଯୋଜନାରେ କାର୍ଯ୍ୟକାରିତା କରୁଥିବା ବିଭିନ୍ନ ବିଭାଗ ଯଥା ପଂଚାୟତିରାଜ, କୃଷି, ଉଦ୍ୟାନକୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପଶୁସମ୍ପଦ, ଜଳସେଚନ, ଜଙ୍ଗଲ ବିଭାଗରେ ହେଉଥିବା ସମସ୍ତ ଜୀବନ ଜୀବିକା ନିର୍ବାହ କାର୍ଯ୍ୟକ୍ରମ ବା ଯୋଜନାକୁ ସମ୍ମିଳିତ ଭାବେ ଗାଁରେ ଯୋଗାଇ ଦେବାକୁ ତଥା ଦାଦନ ଶ୍ରମିକ ଭାବେ ଯାଉଥିବା ଶ୍ରମିକଙ୍କର ଅଳ୍ପ ବୟସ୍କ ପୁଅ ଝିଅ ମାନଙ୍କୁ ସ୍ୱଳ୍ପ କାଳୀନ ଛାତ୍ର/ଛାତ୍ରୀବାସ କୁ ଆସନ୍ତା ମାସ ସୁଦ୍ଧା ଖୋଲିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । କର୍ମ ନିଯୁକ୍ତି ଶିକ୍ଷାର ଇଚ୍ଛୁକ ଯୁବକ ଯୁବତୀଙ୍କୁ ରୁଚିନୁସାରେ ଦକ୍ଷତା ବିକାଶ ପ୍ରଶିକ୍ଷଣରେ କିଭଳି ଭାବେ ଅଧିକରୁ ଅଧିକ ଯୁବଗୋଷ୍ଠୀ ସାମିଲ ହୋଇପାରିବେ ସେଥିପ୍ରତି ଅନୁଧ୍ୟାନ କରିବା ସହ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କର୍ମ ନିୟୋଜନ ଅଧିକାରୀଙ୍କୁ ଏବଂ ବିଭିନ୍ନ ସରକାରୀ ଯୋଜନାରେ ରହିଥିବା ସୁଧଛାଡ଼ ସୁବିଧା ଦେବା ପାଇଁ ତଥା ଆଇନର ଅନୁପାଳନ କରି ଋଣ ଉପଲବ୍ଧତା ସୁବିଧା ଚାଷୀ ମାନେ ସିଧାସଳଖ ପାଇପାରିବେ ସେ ପାଇଁ ବ୍ୟାଙ୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କୁ ସଚେତନ କରିବା ସହ ଅନ୍ୟ ରାଜ୍ୟକୁ ଯାଇ ଦାଦନ ଖଟୁଥିବା ଶ୍ରମିକମାନଙ୍କ ବାସ୍ତବ ସ୍ଥିତି ସମ୍ପର୍କରେ, ବସଷ୍ଟାଣ୍ଡ ଓ ବିଭିନ୍ନ ରେଳ ଷ୍ଟେସନରେ କରାଯାଉଥିବା ତନଖି କୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ତଥା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଦାରିଦ୍ର୍ୟ ନିରାକରଣ ଯୋଜନାରେ ଦାଦନ ପରିବାର ମାନଙ୍କୁ ସାମିଲ କରିବା, ଭିତ୍ତିଭୂମି ଯୋଗାଇ ଦେବା ଯଥା ବସୁନ୍ଦରା ଯୋଜନାରେ ଗୃହ ଉପଯୋଗୀ ବାସଗୃହ ଯୋଗାଇଦେବା ପାଇଁ ଆନୁସଙ୍କିକ ବ୍ୟବସ୍ଥା କରିବା ପାଇଁ ସମସ୍ତ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ସରକାରୀ ବିଭାଗ ଦ୍ୱାରା ପ୍ରସ୍ତାବିତ ପଦକ୍ଷେପ ଓ ଯୋଜନାର ସୁପାରିଶ ଯଥା ଶୀଘ୍ର ଜିଲ୍ଲାପାଳଙ୍କ ଅବଗତି ନିମନ୍ତେ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ଏହି ବୈଠକରେ ବଲାଙ୍ଗୀରର ସମସ୍ତ ଉପଜିଲ୍ଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଅତିରିକ୍ତ ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀଗଣ ଯୋଗଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

You Might Also Like

ମୋହନ ଲାଲଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ମିଳିବାକୁ ନେଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବାରହା ମାଂସ ଜବତ, ତିନି ଗିରଫ
ରାଜଯୋଗିନୀ କମଳେଶ ଦିଦିଜୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ଆଜି
ପବିତ୍ର ଧନୁ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ସୀତାମାଢ଼ି-ଦିଲ୍ଲୀ ମଧ୍ୟରେ ଚାଲିବ ଅମୃତ ଭାରତ ଟ୍ରେନ୍‌, ଆଜି ଅମିତ ଶାହ କରିବେ ଉଦଘାଟନ
Next Article ଉତ୍ତରାଖଣ୍ଡର ଧରାଲିରେ ଚତୁର୍ଥ ଦିନରେ ଜାରି ରହିଛି ରେସକ୍ୟୁ ଅପରେସନ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?