ଭୁବନେଶ୍ୱର, 21 ଅଗଷ୍ଟ (ହି.ସ.)- ଅରୁଣାଚଳ
ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ,
ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁଙ୍କୁ ଜନ୍ମଦିନର ଶୁଭେଚ୍ଛା । ନିଷ୍ଠାର ସହ ସେ
ଅରୁଣାଚଳ ପ୍ରଦେଶବାସୀଙ୍କ ସେବା କରୁଛନ୍ତି । ତାଙ୍କର ସୁସ୍ଥ, ଖୁସି ଓ ସୁଦୀର୍ଘ ଜୀବନ କାମନା
କରୁଛି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
