ଭୁବନେଶ୍ୱର, 9 ସେପ୍ଟେମ୍ବର (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ
କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ
ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ସଦାଶିବ ତ୍ରିପାଠୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
