• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ରିଜର୍ଭ ପୋଲିସ ପଡିଆ ଠାରେ ୭୦ତମ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଆଜି ଠାରୁ
Regional

ରିଜର୍ଭ ପୋଲିସ ପଡିଆ ଠାରେ ୭୦ତମ ପୋଲିସ ବୃତ୍ତିଗତ ପ୍ରତିଯୋଗିତା ଆଜି ଠାରୁ

CliQ INDIA
Last updated: October 16, 2025 2:10 pm
CliQ INDIA
Share
2 Min Read
SHARE

ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.) ଓଡିଶା ପୋଲିସର କ୍ରାଇମବ୍ରାଞ୍ଚ ଶାଖା ଆନୁକୂଲ୍ୟରେ ଆଜି ଠାରୁ ୧୯ ତାରିଖ ପର୍ଯ୍ୟନ୍ତ କଟକ ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ୭୦ତମ ପୋଲିସ ବୃତ୍ତିଗତ ପ୍ରତିଯୋଗିତା (Police Duty Meet) ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟର 34ଟି ପୋଲିସ ଜିଲ୍ଲା ଏବଂ ପ୍ରତିଷ୍ଠାନରୁ 273 ପୋଲିସ କର୍ମଚାରୀ, 43 ଶ୍ଵାନ ଏବଂ 43 ହ୍ୟାଣ୍ଡଲର ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏଥିନିମନ୍ତେ ରାଜ୍ୟ କ୍ରାଇମ ବ୍ରାଞ୍ଚ ପକ୍ଷରୁ ବ୍ୟାପକ ଆୟୋଜନ ଓ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।

ପୋଲିସ କର୍ମଚାରୀମାନଙ୍କର ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ଏବଂ ସେମାନଙ୍କୁ ଆଧୁନିକ ଅପରାଧ ନିୟନ୍ତ୍ରଣ ପଦ୍ଧତି ସମ୍ପର୍କରେ ପ୍ରଶିକ୍ଷଣ, ତଦନ୍ତ, ଫରେନସିକ୍, ସାଇବର କ୍ରାଇମ ଓ ଟେକ୍ନିକାଲ୍ ସର୍ଭେଲାନ୍ସ ଆଦି କ୍ଷେତ୍ରରେ ପୋଲିସର ଦକ୍ଷତା ବଢ଼ାଇବାରେ ଏହି ପ୍ରତିଯୋଗିତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ।

ଫୋରେନସିକ୍ ବିଜ୍ଞାନ, ପ୍ରଦର୍ଶନୀ ଗୁଡିକର ଉତ୍ତୋଳନ, ପ୍ୟାକିଂ ଏବଂ ଅଗ୍ରଗତି, ଅପରାଧର ତଦନ୍ତ, ପର୍ଯ୍ୟବେକ୍ଷଣ ପରୀକ୍ଷା, ଆଣ୍ଟି ସାବୋଟେଜ, ଅଙ୍ଗୁଳି ଛାପ, କମ୍ପୁଟର ଜ୍ଞାନକୌଶଳର ଦକ୍ଷତା, ଫଟୋଗ୍ରାଫି, ଭିଡିଓଗ୍ରାଫି, ସାଇବର ଅପରାଧ ଓ ପରୀକ୍ଷଣ, ପୋଲିସ ଆଇନ କାନୁନ, ପୋଲିସ ରୂପଚିତ୍ର, ମେଡିକୋ ଲିଗାଲ, ପୋଲିସ ଶ୍ଵାନ କୌଶଳ ପ୍ରଦର୍ଶନ ଭଳି ପ୍ରତିଯୋଗିତା ଅନୁଷ୍ଠିତ ହେବ।

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ, ଭୁବନେଶ୍ବର ଏବଂ OSAP ଷଷ୍ଠ ବାଟାଲିୟନ, କଟକ ଏବଂ ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ।

ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କର୍ମଚାରୀମାନଙ୍କର ଦକ୍ଷତା ମୂଲ୍ୟାୟନ (Practical) ଏବଂ ଲିଖିତ ପରୀକ୍ଷାକୁ ଆଧାର କରି ଶ୍ରେଷ୍ଠ ପ୍ରତିଯୋଗୀ ଭାବେ ଚୟନ କରାଯିବ। ବିଭିନ୍ନ ବିଭାଗର ବରିଷ୍ଠ ବିଶେଷଜ୍ଞମାନେ ଏହି ମୂଲ୍ୟାୟନକୁ ପରିଚାଳନା କରିବେ।

ଏହି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସଫଳ ହୋଇଥିବା ଶ୍ରେଷ୍ଠ ପ୍ରତିଯୋଗୀମାନେ ଆସନ୍ତା ନଭେମ୍ବର ମାସ ମହାରାଷ୍ଟ୍ରରେ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ପୋଲିସ ବୃତ୍ତିଗତ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। ପ୍ରତ୍ୟେକ ଦଳରେ ଇନସ୍ପେକ୍ଟର, ସବ୍-ଇନସ୍ପେକ୍ଟର ଓ କନଷ୍ଟେବଳ ସ୍ତରର କର୍ମଚାରୀ ଅଂଶଗ୍ରହଣ କରିବେ।

ପୋଲିସ କର୍ମଚାରୀମାନଙ୍କ ଦକ୍ଷତା, କାର୍ଯ୍ୟକ୍ଷମତା ଓ ଆତ୍ମବିଶ୍ୱାସ ବୃଦ୍ଧିରେ ଏହି ପ୍ରତିଯୋଗିତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ରାଜ୍ୟରେ ଅପରାଧ ନିୟନ୍ତ୍ରଣ ଓ ମାମଲା ସମାଧାନକୁ ଅଧିକ କ୍ଷମତାଶୀଳ କରି, ଜନସାଧାରଣଙ୍କ ମଧ୍ୟରେ ପୋଲିସ ପ୍ରତି ଆସ୍ଥା ଓ ଗ୍ରହଣୀୟତା ବଢ଼ାଇବ।

—————

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ

You Might Also Like

ମୋରାରଜୀ ଦେଶାଇଙ୍କ ସ୍ମରଣ କଲେ ରାଜ୍ୟପାଳ
କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ବିଶ୍ୱ କର୍କଟ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସଚେତନତା ବାର୍ତ୍ତା
ଯୁବକକୁ ଦଳି ମାରିଦେଲା ହାତୀ – Hindusthan Samachar Odia
ଆଜି ଚକାବିଜେ ହେବେ ଶ୍ରୀଜୀଉ – Hindusthan Samachar Odia

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଅମିତ ଶାହ ‘ପଳାତକ ଅପରାଧୀଙ୍କ ପ୍ରତ୍ୟର୍ପଣ – ଚ୍ୟାଲେଞ୍ଜ ଏବଂ ରଣନୀତି’ ସମ୍ମିଳନୀର ଆଜି କରିବେ ଉଦଘାଟନ
Next Article ପଶ୍ଚିମବଙ୍ଗର 78ଟି ବିଧାନସଭା କ୍ଷେତ୍ରରେ ଇଆରଓ ବଦଳାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ ଆୟୋଗ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?