ଭୁବନେଶ୍ୱର, 16 ଅକ୍ଟୋବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ନଦୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ପିଏମ ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏହି ଶୁଭେଚ୍ଛା ବାର୍ତ୍ତା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
