
ନୂଆଦିଲ୍ଲୀ, 17 ଅକ୍ଟୋବର (ହି.ସ.)ଆଜି ହେଉଛି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ଲେଖିଛନ୍ତି ଯେ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ ମାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛି । ତାଙ୍କର ସୁସ୍ଥ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
