
ଭୁବନେଶ୍ୱର, 21 ନଭେମ୍ବର (ହି.ସ.) ଆଜି ହେଉଛି ଉତ୍ତରପ୍ରଦେଶର ରାଜ୍ୟପାଳ ଶ୍ରୀମତି ଆନନ୍ଦିବେନ ପଟେଲଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲଙ୍କୁ ଜନ୍ମଦିନର ଶୁଭେଚ୍ଛା । ଆପଣଙ୍କର ସୁସ୍ଥ ଓ ଦୀର୍ଘାୟୁ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
