ନୂଆଦିଲ୍ଲୀ, 9 ନଭେମ୍ବର (ହି.ସ.) ଉତ୍ତରାଖଣ୍ଡ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଦେବଭୂମି ଉତ୍ତରାଖଣ୍ଡ ରାଜ୍ୟ ସ୍ଥାପନା ଦିବସରେ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
