ଭୁବନେଶ୍ୱର, 18 ଜାନୁଆରୀ (ହି.ସ.) ଗୁଜରାଟ ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ରଘୁବର ଦାସ । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ମଙ୍ଗଳକାମନା ଜଣାଉଛି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
