ନୂଆଦିଲ୍ଲୀ, 1 ଜାନୁଆରୀ (ହି.ସ.) କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କ୍ୟାବିନେଟ୍ ମିନିଷ୍ଟର ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଯିଏକି ସମଗ୍ର ଭାରତରେ ବିମାନ ଚଳାଚଳ ସମ୍ବନ୍ଧୀୟ ଭିତ୍ତିଭୂମି ବୃଦ୍ଧି କରିବାକୁ ବହୁତ ଚେଷ୍ଟା କରିଛନ୍ତି । ଅର୍ଥନୈତିକ ପ୍ରଗତି ପାଇଁ ସେ ଏକ ଶକ୍ତିଶାଳୀ ଇସ୍ପାତ କ୍ଷେତ୍ର ପାଇଁ ମଧ୍ୟ କାର୍ଯ୍ୟ କରିଛନ୍ତି । ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
