
ଭୁବନେଶ୍ୱର, 22 ଡିସେମ୍ବର (ହି.ସ.) ଆଜି ହେଉଛି ପଲ୍ଲିକବି ନନ୍ଦକିଶୋର ବଳଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କର ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଆ କବି ତଥା ଶିଶୁ ସାହିତ୍ୟିକ ‘ପଲ୍ଲୀକବି’ ନନ୍ଦ କିଶୋର ବଳଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
