ଭୁବନେଶ୍ୱର, 10 ଡିସେମ୍ବର (ହି.ସ.) – ବାରହା ଫାଶରେ ପଡି 2 ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳ ବ୍ଲକ ସିଂହପାଲି ଜଙ୍ଗଲରେ । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ ସଂସ୍ପର୍ଶରେ ଆସି ଦୁଇଜଣ ଶିଶୁଙ୍କର ମୃତ୍ୟୁ ହୋଇଛି । ସେହିପରି ସେମାନଙ୍କ ଅଜା ଗୁରୁତର ଥିବା ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
