
ଭୁବନେଶ୍ୱର, 21 ନଭେମ୍ବର (ହି.ସ.) ଆଜି ହେଉଛି ବିଶିଷ୍ଟ ବୈଜ୍ଞାନିକ ଡକ୍ଟର ସିଭି ରମଣଙ୍କ ପୁଣ୍ୟତିଥି । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ମହାନ ବୈଜ୍ଞାନିକ ନୋବେଲ ପୁରସ୍କାର ବିଜେିା ଭାରତ ରତ୍ନ ଡକ୍ଟର ସିଭି ରମଣଙ୍କ ପୁଣ୍ୟତିଥି ଅବସରରେ ତାଙ୍କୁ କୋଟି କୋଟି ପ୍ରଣାମ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
