ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଭାରସାମ୍ୟ ହରାଇ ଗଛରେ ପିଟିହେଲା ଟ୍ରକ । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ପଂଚାୟତ ଅଧିନସ୍ଥ ତେନ୍ତୁଳି ପୁଙ୍ଗାର ନିକଟର ଭରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । କଙ୍କଡାଆମରୁ କୁନ୍ଦୁଲି ଅଞ୍ଚଳକୁ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି l
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
