
ନୂଆଦିଲ୍ଲୀ, 23 ଡିସେମ୍ବର (ହି.ସ.) ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଉପ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ଶୁକ୍ଲ ଓ ଜଗଦୀଶ ଦେଓଡାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି ଏହାର ଫଟୋ ଶେୟାର କରାଯିବା ସହ ଏ ସମ୍ପର୍କରେ ସୂଚନା ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର //ସମନ୍ୱୟ
