• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > National > ସହରାଂଚଳ ନୀତି ଆଲୋଚନା ଚକ୍ର : ଭବିଷ୍ୟତମୁଖୀ ସହର ବିକାଶ ପାଇଁ ଓଡ଼ିଶାର ଦୃଷ୍ଟିକୋଣ ଉପସ୍ଥାପିତ
National

ସହରାଂଚଳ ନୀତି ଆଲୋଚନା ଚକ୍ର : ଭବିଷ୍ୟତମୁଖୀ ସହର ବିକାଶ ପାଇଁ ଓଡ଼ିଶାର ଦୃଷ୍ଟିକୋଣ ଉପସ୍ଥାପିତ

CliQ INDIA
Last updated: November 27, 2025 11:00 pm
CliQ INDIA
Share
2 Min Read
SHARE

ବେଙ୍ଗାଲୁରୁ/ଭୁବନେଶ୍ୱର, ୨୭ ନଭେମ୍ବର (ହି.ସ)- ବେଙ୍ଗାଲୁରୁରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ହ୍ୟୁମାନ ସେଟଲମେଂଟ ( ଆଇ ଆଇ ଏଚ୍ ଏସ୍‌) ଦ୍ୱାରା ଆୟୋଜିତ ସହରାଞ୍ଚଳ ନୀତି ସମ୍ପର୍କିତ ଆଲୋଚନା ଚକ୍ର ୨୦୨୫ରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢ଼ୀ ଅଂଶଗ୍ରହଣ କରି ସହରମାନଙ୍କରେ ବସବାସ କରୁଥିବା ଲୋକମାନଙ୍କ ଜୀବନ ଧାରଣ ମାନରେ ଉନ୍ନତି , ସମ୍ମାନ ଓ ସୁରକ୍ଷା ରୂପରେଖ ପ୍ରସ୍ତୁତ କରିବା ଜରୁରୀ ବୋଲି ମତ ବ୍ୟକ୍ତ କରିଛନ୍ତି । ଏହା ଦେଶର ନଗର ବିକାଶ ନୀତି ଓ ଭବିଷ୍ୟତ ପାଇଁ ପ୍ରସ୍ତୁତ ହେଉଥିବା ରୂପରେଖ ସମ୍ପର୍କିତ ଆଲୋଚନାର ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ବୋଲି ମଧ୍ୟ ଶ୍ରୀମତୀ ପାଢୀ ଅବହିତ କହିଛନ୍ତି ।

ସହରାଞ୍ଚଳ ଭାରତରେ ଅଟକି ରହିଥିବା ସମ୍ପତିର ସଙ୍କଟ ଶୀର୍ଷକ ଆଲୋଚନାରେ ଯୋଗଦେଇ ଶ୍ରୀମତୀ ପଢ଼ୀ କହିଥିଲେ ଯେ, ସହର ପରିକଳ୍ପନା ସ୍ଥିର, ବାତ୍ୟା ନିରୋଧୀ ଏବଂ ନାଗରିକ କେନ୍ଦ୍ରିକ ହେବା ଆବଶ୍ୟକ। ସହରମାନେ କେବଳ ଭୌତିକ ସଂରଚନା ନୁହେଁ — ଏହା ଏକ ସାମାଜିକ ଇକୋ ସିଷ୍ଟମ୍‌, ଆକାଂକ୍ଷା ଏବଂ ସୁଯୋଗର ସମାହାର। ଏଣୁ ଏଠାରେ ବସବାସ କରୁଥିବା ଲୋକଙ୍କ ଜୀବନ ଧାରଣ ମାନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ସମ୍ମାନ ଓ ସୁରକ୍ଷା ନିମନ୍ତେ ରୂପରେଖ ପ୍ରସ୍ତୁତ କରିବା ଜରୁୁରି।

ଏହି ଗସ୍ତ ସମୟରେ ସେ, ଗ୍ରେଟର ବେଙ୍ଗାଲୁରୁ ଅଥରିଟିର ମୁଖ୍ୟ ଆୟୁକ୍ତଙ୍କ ସହ ଏକ ଟେକ୍ନିକାଲ ଆଲୋଚନା କରିଛନ୍ତି, ଯାହା ଦ୍ରୁତଗତିରେ ବଢ଼ୁଥିବା ସହରଗୁଡ଼ିକରେ ଶକ୍ତିଶାଳୀ ଶାସନ ଗଠନ ଓ ପ୍ରତିଷ୍ଠାନଗତ ସୁଦୃଢ଼ତା ନିର୍ମାଣ ଉପରେ କେନ୍ଦ୍ରିତ ଥିଲା। ଆଲୋଚନାରେ ସହରମାନଙ୍କୁ ଅର୍ଥନୈତିକ ଶକ୍ତିକେନ୍ଦ୍ର, ନବୀନତା ହବ୍ ଏବଂ ସମାନ ସୁଯୋଗ ଦେଇଥିବା ଅବସ୍ଥାମାନଙ୍କ ଭାବେ ଗଢ଼ିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।

ଓଡ଼ିଶାର ପ୍ରତିବଦ୍ଧତାକୁ ବ୍ୟକ୍ତ କରି ସେ କହିଥିଲେ ଯେ, ରାଜ୍ୟ ଟେକ୍ନୋଲୋଜି-ସମର୍ôଥତ, ଗୋଷ୍ଠୀ-ସହଭାଗୀ ଓ ସୁଧାରମୁଖୀ ନଗର ବିକାଶ ଦିଗରେ ଅଗ୍ରସର। ଯାହା ବିକାଶ ଓ ବାସ ଉପଯୋଗୀତାକୁ ସୁନିଶ୍ଚିତ କରେ। ଓଡ଼ିଶା ଲୋକମାନଙ୍କୁ ସଶକ୍ତ କରୁଥିବା, ସମ୍ଭାବନା ଏବଂ ସଯୋଗରେ ଭରପୂର ଭବିଷ୍ୟତମୁଖୀ ସହର ଗଢ଼ିବା ପାଇଁ ସଂକଳ୍ପବଦ୍ଧ।

—————

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ଦାର୍ଜିଲିଂ-ସିଲିଗୁଡ଼ି ରାସ୍ତା ଖୋଲିଲା, ଫସି ରହିଥିବା ପର୍ଯ୍ୟଟକ ଫେରିଲେ
ଋଷ ବିରୁଦ୍ଧରେ ଲଢିବା ପାଇଁ ପ୍ରସ୍ତୁତ ହେଉଛି ୟୁକ୍ରେନର ରୋବୋଟ ଆର୍ମି | BulletsIn
ଜାତୀୟ ସହକାରିତା ନୀତି-2025ର ଉଦ୍ଦେଶ୍ୟ 10 ବର୍ଷରେ 16 ପ୍ରମୁଖ ଲକ୍ଷ୍ୟକୁ ପ୍ରାପ୍ତ କରିବା-ଅମିତ ଶାହ
ଏକାମ୍ର ନିର୍ବାଚନ ମଣ୍ଡଳୀ ବାସିନ୍ଦାଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବୁ : ବାବୁ ସିଂ | BulletsIn
କାନପୁର ଦେହାତରେ ଭାରସାମ୍ୟ ହରାଇ ନାଳକୁ ଖସିଲା କାର, 6 ମୃତ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଜାତୀୟ ଭାରଉତ୍ତୋଳନରେ ସ୍ବର୍ଣ୍ଣ ପଦକ ହାସଲ
Next Article କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?