ନୂଆଦିଲ୍ଲୀ, 9 ଡିସେମ୍ବର (ହି.ସ.) ଆଜି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧିଙ୍କ ଜନ୍ମଦିନ । ଏହି ଅବସରରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି କହିଛନ୍ତି ଯେ, ସୋନିଆ ଗାନ୍ଧିଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଉଛି । ତାଙ୍କର ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
