• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > National > (ସିଏପିଏଫ୍ )ରେ କନେଷ୍ଟବଳ ନିଯୁକ୍ତି ପାଇଁ କନେଷ୍ଟବଳ (ଜିଡି) ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ
National

(ସିଏପିଏଫ୍ )ରେ କନେଷ୍ଟବଳ ନିଯୁକ୍ତି ପାଇଁ କନେଷ୍ଟବଳ (ଜିଡି) ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ

CliQ INDIA
Last updated: February 12, 2024 12:02 pm
CliQ INDIA
Share
2 Min Read
SHARE

(ସିଏପିଏଫ୍ )ରେ କନେଷ୍ଟବଳ ନିଯୁକ୍ତି ପାଇଁ କନେଷ୍ଟବଳ (ଜିଡି) ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ

ଫେବ୍ରୁଆରି ୨୦ରୁ ମାର୍ଚ୍ଚ ୭ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ଟି ସହରରେ ପ୍ରାୟ ୪୮ ଲକ୍ଷ ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ

ନୂଆଦିଲ୍ଲୀ, 11 ଫେବୃଆରୀ :  ପ୍ରଥମ ଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ। ଫେବ୍ରୁଆରି ୨୦ ରୁ ମାର୍ଚ୍ଚ ୭, ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ ଟି ସହରରେ ପ୍ରାୟ ୪୮ ଲକ୍ଷ ପରୀକ୍ଷାର୍ଥୀଙ୍କ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନରେ ଗୃହ ମନ୍ତ୍ରଣାଳୟ ୨୦୨୪ ଜାନୁଆରୀ ୧ରୁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ସିଏପିଏଫରେ ନିଯୁକ୍ତି ପାଇଁ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷା ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲେ । କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀରେ ସ୍ଥାନୀୟ ଯୁବକମାନଙ୍କ ଅଂଶଗ୍ରହଣ ବୃଦ୍ଧି ଏବଂ ଆଞ୍ଚଳିକ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉଦ୍ୟମରେ ଏହି ଐତିହାସିକ ନିଷ୍ପତ୍ତି ନିଆଯାଇଛି।

କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷାର ପ୍ରଶ୍ନପତ୍ର ଏବେ ହିନ୍ଦୀ ଓ ଇଂରାଜୀ ବ୍ୟତୀତ ନିମ୍ନଲିଖିତ ୧୩ଟି ଆଞ୍ଚଳିକ ଭାଷାରେ ପ୍ରସ୍ତୁତ ହେବ। ୧. ଆସାମୀ ୨. ବଙ୍ଗଳା ୩. ଗୁଜରାଟୀ ୪. ମରାଠୀ ୫. ମାଲାୟାଲମ୍ ୬. କନ୍ନଡ ୭. ତାମିଲ ୮. ତେଲୁଗୁ ୯. ଓଡ଼ିଆ ୧୦. ଉର୍ଦ୍ଦୁ ୧୧. ପଞ୍ଜାବୀ ୧୨. ମଣିପୁରୀ ୧୩. କୋଙ୍କଣୀ

ଷ୍ଟାଫ୍ ସିଲେକ୍ସନ କମିଶନ (ଏସଏସସି) ଦ୍ୱାରା ପରିଚାଳିତ କନଷ୍ଟେବଳ ଜିଡି ପରୀକ୍ଷା ହେଉଛି ଦେଶର ଲକ୍ଷ ଲକ୍ଷ ଯୁବକଙ୍କୁ ଆକୃଷ୍ଟ କରୁଥିବା ଏକ ପ୍ରମୁଖ ପରୀକ୍ଷା । ତେଣୁ ହିନ୍ଦୀ ଓ ଇଂରାଜୀ ବ୍ୟତୀତ ଉପରୋକ୍ତ ୧୩ ଟି ଆଞ୍ଚଳିକ ଭାଷାରେ ପରୀକ୍ଷା ଆୟୋଜନ ପାଇଁ ଗୃହ ମନ୍ତ୍ରଣାଳୟ ଓ କର୍ମଚାରୀ ଚୟନ ଆୟୋଗ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ସେହି ଅନୁଯାୟୀ ଇଂରାଜୀ ଓ ହିନ୍ଦୀ ବ୍ୟତୀତ ଅନ୍ୟ ୧୩ଟି ଆଞ୍ଚଳିକ ଭାଷାରେ କନଷ୍ଟେବଳ (ଜିଡି) ପରୀକ୍ଷା, ୨୦୨୪ ଆୟୋଜନ ପାଇଁ ଏସଏସସି ବିଜ୍ଞପ୍ତି ଜାରି କରିଛି।

ଏହି ନିଷ୍ପତ୍ତି ଫଳରେ ଲକ୍ଷ ଲକ୍ଷ ଯୁବକ ନିଜ ମାତୃଭାଷା / ଆଞ୍ଚଳିକ ଭାଷାରେ ପରୀକ୍ଷାରେ ଅଂଶଗ୍ରହଣ କରିବା ସହ ସେମାନଙ୍କ ଚୟନ ସମ୍ଭାବନାରେ ଉନ୍ନତି ଆଣିବେ। ଫଳରେ ସମଗ୍ର ଦେଶରେ ପ୍ରାର୍ଥୀଙ୍କ ମଧ୍ୟରେ ଏହି ପରୀକ୍ଷାର ପହଂଚ ବୃଦ୍ଧି ପାଇବ ଏବଂ ସମସ୍ତଙ୍କୁ ରୋଜଗାର ପାଇଁ ସମାନ ସୁଯୋଗ ମିଳିବ ।

କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ସାରା ଦେଶର ଯୁବକମାନେ ନିଜ ମାତୃଭାଷାରେ ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀରେ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପରୀକ୍ଷାରେ ଭାଗ ନେଇ ଦେଶ ସେବାରେ କ୍ୟାରିୟର ଗଢ଼ିବାର ସୁବର୍ଣ୍ଣ ସୁଯୋଗ ପାଇଛନ୍ତି ।

You Might Also Like

ତେଲେଙ୍ଗାନା ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ପିଏମ ମୋଦି, ମୃତକଙ୍କ ପରିଜନଙ୍କୁ 2 ଲକ୍ଷ ସହାୟତା
MCX ସୁନା ୦.୬୦% ଖସି ପ୍ରତି ୧୦ ଗ୍ରାମ ପିଛା ₹୧,୬୦,୬୧୫ ରେ ପହଞ୍ଚିଛି, ଯେହେତୁ ଲାଭ ବୁକିଂ ଏବଂ ବିଶ୍ୱ ଅନିଶ୍ଚିତତା ମଧ୍ୟରେ ରୁପା ₹୧,୦୦୦ ରୁ ଅଧିକ ଖସିଛି।
ଜାମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଯାତାୟାତ ପାଇଁ ଖୋଲା
ଆଜିଠୁ ତିନି ଦିନିଆ ଭାରତ ଗସ୍ତରେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ
ସଡକ ଦୁର୍ଘଟଣାରେ ବାପା -ପୁଅ ସମେତ ତିନିଜଣଙ୍କ ମୃତ୍ୟୁ,ଦୁଇ ମହିଳା ଗୁରୁତର

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଝାରସୁଗୁଡାରେ ଦୁର୍ଘଟଣା, 2 ମୃତ
Next Article ଭାରତର ୟୁପିଆଇ ସେବା ଏବେ ଶ୍ରୀଲଙ୍କା ଓ ମରିସସରେ ଆରମ୍ଭ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?