ଭୁବନେଶ୍ୱର, 16 ଫେବୃଆରୀ : ଆଜି ହେଉଛି ପ୍ରମୁଖ ସ୍ୱାଧୀନତା ସଂଗ୍ରାମୀ ତାନ୍ତିଆ ଟୋପେଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, 1857ର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମହାନ ନାୟକ, ଅମର କ୍ରାନ୍ତିକାରୀ ତାନ୍ତିଆ ଟୋପେଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।
