• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > National > ଆଜି ରୋଜଗାର ମେଳାରେ ବଣ୍ଟାହେବ ୫୧ହଜାର ନିଯୁକ୍ତିପତ୍ର
National

ଆଜି ରୋଜଗାର ମେଳାରେ ବଣ୍ଟାହେବ ୫୧ହଜାର ନିଯୁକ୍ତିପତ୍ର

CliQ INDIA
Last updated: October 28, 2023 12:30 pm
CliQ INDIA
Share
1 Min Read
SHARE

ନୂଆଦିଲ୍ଲୀ,28 ଅକ୍ଟୋବର (ହି.ସ.) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ଗୋଟାଏ ବେଳେ ୫୧ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ ।

ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ନିଯୁକ୍ତି ସରକାରଙ୍କ ବିଭିନ୍ନ ବିଭାଗରେ ହେଉଥିବାବେଳେ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ମଧ୍ୟ ଏହି ପଦକ୍ଷେପରେ ସହାୟତା କରୁଛନ୍ତି । ଏହି ନବନିଯୁକ୍ତ ଗଣ ଦେଶବ୍ୟାପୀ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବେ । ସେଗୁଡିକ ମଧ୍ୟରେ ରେଳ ମନ୍ତ୍ରଣାଳୟ, ଡାକବିଭାଗ, ଗୃହ ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗଣଶିକ୍ଷା ବିଭାଗ ଓ ସାକ୍ଷରତା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ଅନ୍ତର୍ଭୁକ୍ତ ।

ନିଯୁକ୍ତି ସୁଯୋଗକୁ ଅଗ୍ରାଧିକାର ଦେଇଥିବା ପ୍ରଧାନମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତାକୁ ସାକାର କରିବା ପାଇଁ ରୋଜଗାର ମେଳା ଏକ ପଦକ୍ଷେପ । ଆଗକୁ ରୋଜଗାର ସୃଷ୍ଟି ନିମନ୍ତେ ରୋଜଗାର ମେଳା ଏକ ଉତ୍ପ୍ରେରକ ଭାବେ କାର୍ଯ୍ୟ କରିବା ସହ ଯୁବଗୋଷ୍ଠୀକୁ ସଶକ୍ତ କରିବ ଓ ଜାତୀୟ ବିକାଶରେ ସାମିଲ କରିବା ପାଇଁ ମଧ୍ୟ ସୁଯୋଗ ଦେବ ।

ନବନିଯୁକ୍ତଗଣ ମଧ୍ୟ ଅନଲାଇନ୍ ମୋଡୁଲ କର୍ମଯୋଗୀ ପ୍ରାରମ୍ଭ ଜରିଆରେ ନିଯୁ୍କ୍ତି ତାଲିମ ପ୍ରାପ୍ତ କରିପାରିବେ । iGOT କର୍ମଯୋଗୀ ପୋର୍ଟାଲ ଜରିଆରେ ୭୫୦ରୁ ଊର୍ଦ୍ଧ୍ୱ ଇ-ଶୈକ୍ଷିକ ପାଠ୍ୟକ୍ରମ ଉପଲବ୍ଧ ହେଉଛି ।

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ

You Might Also Like

ଏନଡିଏ ପ୍ରାର୍ଥୀ ସିପି ରାଧାକୃଷ୍ଣନ ଉପରାଷ୍ଟ୍ରପତି ପଦ ପାଇଁ ଦାଖଲ କଲେ ନାମାଙ୍କନ, ପ୍ରଥମ ପ୍ରସ୍ତାବକ ହେଲେ ପ୍ରଧାନମନ୍ତ୍ରୀ
ଯେତେବେଳେ ଅଟଳ ଜୀ କହିଲେ- ଗୋଟିଏ କାନରେ ରେଡିଓ ଶୁଣ ଏବଂ ଗୋଟିଏ କାନରେ ମୋର ଭାଷଣ
କେବିନେଟ୍ ଅନୁମୋଦନ: ବିହାରରେ ₹୪,୪୪୭.୩୮ କୋଟି ବ୍ୟୟରେ ୮୨.୪ କି.ମି. ଲମ୍ବା ୪-ଲେନ୍ ମୋକାମା-ମୁଙ୍ଗେର ହାଇସ୍ପିଡ୍ କରିଡୋର ନିର୍ମାଣ
ଢାକା ଇଂଟରନ୍ୟାସନାଲ ଏୟାରପୋର୍ଟରେ ଲାଗିଲା ନିଆଁ, 7 ଘଂଟା ପରେ ନିଆଁ ଆୟତ୍ତ
ତିବ୍ଦତ ସ୍କୁଲ ପିଲାମାନଙ୍କ ଉପରେ ଚୀନର ଶୋଷଣର ପର୍ଦ୍ଦାଫାସ କରୁଥିବା ରିପୋର୍ଟ ପ୍ରକାଶ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଆଜାଦୀ କି ଅମୃତ ମହୋତ୍ସବର ଉଦ୍ଯାପନ ଉତ୍ସବ ମେରି ମାଟି ମେରା ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୀର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ
Next Article ଗତ ୨୪ ଘଂଟାରେ ରେକର୍ଡ ହୋଇଥିବା ପ୍ରମୁଖ ସର୍ବନିମ୍ନ ରାତ୍ରି ତାପମାତ୍ରା :ଜି. ଉଦୟଗିରିରେ ସର୍ବନିମ୍ନ ୧୩.୫ ଡ଼ିଗ୍ରୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?