
ନୂଆଦିଲ୍ଲୀ, 24 ଡିସେମ୍ବର – ବୈଦେଶିକ ମନ୍ତ୍ରୀ ଡ. ଏସ ଜୟଶଙ୍କର ଆମେରିକାରେ ଥିବା ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଭାରତ ବାହାରେ ଚରମପନ୍ଥୀ ଓ ବିଛିନ୍ନତାବାଦୀ କାର୍ଯ୍ୟକଳାପ ଉପରେ ନିୟନ୍ତ୍ରଣ କରା ଯିବା ଉଚିତ ।
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ/ବନ୍ଦନା
