
ନୂଆଦିଲ୍ଲୀ, 14 ନଭେମ୍ବର (ହି.ସ.) ଆଜି ହେଉଛି ଜବାହାରଲାଲ ନେହେରୁଙ୍କ ଜୟନ୍ତୀ । ଏହି ଅବସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ପିଏମ ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି ଲେଖିଛନ୍ତି ଯେ, ଆମର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
