• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > National > ବିଜେପି ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା
National

ବିଜେପି ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

CliQ INDIA
Last updated: August 4, 2025 11:55 am
CliQ INDIA
Share
2 Min Read
SHARE

ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ଅପରାଧୀଙ୍କୁ କ୍ଲିନଚିଟ୍ ରାଜ୍ୟ

ବିଜେପି ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

ଦିଲ୍ଲୀ ଭୁବନେଶ୍ୱର , 3 ଅଗଷ୍ଟ (ହି.ସ.):- ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟା ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା ପାଇଁ। କିନ୍ତୁ ଗତକାଲି ରାତିରେ ଦିଲ୍ଲୀ ଏମ୍ସରେ ପୀଡିତା ନାବାଳିକା ଶେଷ ନିଶ୍ବାସ ତ୍ୟାଗ କରିଛି । ଜୁଲାଇ ୧୯ ତାରିଖ ଘଟଣା ଦିନରୁ ଆଜି ଯାଏ ଆମେ ପଚାରି ଆସୁଛୁ ସେ ତିନି ଅଭିଯୁକ୍ତ ଗଲେ କୁଆଡେ । ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଆମେ ଦାବି କରି ଆସୁଥିବା ବେଳେ କୁହାଯାଉଛି କି ନାବାଳିକାକୁ ପୋଡ଼ିବାରେ କାହାର ହାତ ନାହିଁ, କେହି ଏଥିରେ ଅଭିଯୁକ୍ତ ନୁହନ୍ତି। ଯାହା ଆମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ବିଜେପି ସରକାର ଅପରାଧୀଙ୍କୁ ଧରିବାରେ ବିଫଳ ହେଲେ। କିନ୍ତୁ ୧୫ ବର୍ଷର ନାବାଳିକା ଉପରେ ଦୋଷ ଲଦୁଛନ୍ତି। ପରୋକ୍ଷରେ ଝିଅଟି ନିଜେ ନିଜକୁ ଜାଳିଦେଲା ବୋଲି କହୁଛନ୍ତି। ପୋଲିସ କହିଛି ଏ ଘଟଣାରେ କୌଣସି ବ୍ୟକ୍ତି ସାମିଲ ନାହାନ୍ତି । ଆମେ ନାବାଳିକାକୁ ଭେଟିବା ପାଇଁ ଅନେକ ଉଦ୍ୟମ କଲୁ । କିନ୍ତୁ ଭେଟିବାକୁ ଦେଲେ ନାହିଁ । ମୁଁ ଓ ମୋ ସହଯୋଗୀ ମାନେ ସଂସଦ ଘେରାଉ କଲୁ ଆମକୁ ପୋଲିସ ଆଠ ଘଣ୍ଟା ଅଟକ ରଖିଲେ । ଆମର ସ୍ୱରକୁ ଚାପିବାକୁ ଉଦ୍ୟମ କରାଯାଇଛି । ସେମିତି ଓଡ଼ିଶାର ସୌମ୍ୟାଶ୍ରୀ ବି ସରକାରଙ୍କୁ ଗୁହାରୀ କରି ,ନ୍ୟାୟ ମାଗି ମାଗି ଶେଷରେ ନିରାଶ ହେଇ ନିଜକୁ ନିଆଁ ଲଗାଇ ଜଳିଗଲା। ଆଉ ଆଜି ବଳଙ୍ଗା ପୀଡ଼ିତା ବି ମରିଗଲା ହସ୍ପିଟାଲରେ ବେଡରେ ପଡ଼ି ନ୍ୟାୟ ମାଗି ମାଗି । ୨୩ ତାରିଖରେ ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କୁ ଭେଟିବାକୁ ଚାହିଁଥିଲି । କିନ୍ତୁ ମୋତେ ପୋଲିସ ଘରେ ଅଟକ ରଖିଲା।ବିଜେପି ଶାସିତ ରାଜ୍ୟରେ ଆଜି ସମସ୍ତେ ଅସୁରକ୍ଷିତ । ଦୋଷୀଙ୍କୁ ସୁରକ୍ଷା ଦେଉଛନ୍ତି ବିଜେପି ସରକାର । ତେଣୁ ମହିଳା ମାନଙ୍କୁ ନ୍ୟାୟ ଦେବା ପାଇଁ ବିଧାନସଭା ଆଗରେ ନ୍ୟାୟ ମାର୍ଚ୍ଚ କରିବ ମହିଳା କଂଗ୍ରେସ ବୋଲି ଆଜି ନୂଆଦିଲ୍ଲୀ ସ୍ଥିତ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟ ଇନ୍ଦିରା ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଅଖିଳ ଭାରତ ମହିଳା କଂଗେସ ସଭାନେତ୍ରୀ ଶ୍ରୀମତୀ ଅଳକା ଲାମ୍ବା ।

ସେ କହିଛନ୍ତି,ପୀଡ଼ିତାଙ୍କୁ ନ୍ୟାୟ ଓ ଦୋଷୀଙ୍କୁ ଫାଶୀ ଦଣ୍ଡ ଦେବା ଯାଏଁ ଆମେ ଲଢ଼ିବୁ । ମୁଖ୍ୟମନ୍ତ୍ରୀ ଓଡ଼ିଶାରେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । କହୁଛନ୍ତି ନାବାଳିକା ନିଜେ ନିଜକୁ ଜଳାଇ ଦେଲା । ମୁଖ୍ୟମନ୍ତ୍ରୀ ଏ କଥା କହି ତିନି ଅଭିଯୁକ୍ତଙ୍କୁ କ୍ଲିନ୍ ଚିଟ ଦେଇ ଦେଲେ । ପୀଡ଼ିତା ପରିବାରଙ୍କୁ ସୁରକ୍ଷା ସହ ଉଚିତ୍ ସହାୟତା ପ୍ରଦାନ କରନ୍ତୁ । ବିଜେପି ସରକାର ଫାଷ୍ଟ ଟ୍ରାକ କୋର୍ଟ ବସାଇ ମାମଲାରେ ଦୋଷୀଙ୍କୁ ଯଥାଶୀଘ୍ର ଦଣ୍ଡ ଦିଅନ୍ତୁ ବୋଲି ଶ୍ରୀମତୀ ଲାମ୍ବା ଦାବି କରିଛନ୍ତି।

—————

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ

You Might Also Like

ଏଲଟିଟିଇକୁ ସକ୍ରିୟ କରିବା ଷଡଯନ୍ତ୍ରରେ 14ତମ ଅଭିଯୁକ୍ତ ବିରୁଦ୍ଧରେ ଚାର୍ଜସିଟ ଦାୟର କଲା ଏନଆଇଏ
ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର, ଅଶୋଧିତ ତୈଳଦର ବ୍ୟାରେଲ ପିଛା 79 ଡଲାର
ଆଜି ବସ୍ତର ଅଲିମ୍ପିକ୍ସର ସମାପନୀ ଉତ୍ସବରେ ଯୋଗଦେବେ ଅମିତ ଶାହ
ମେଘାଳୟର ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜି ଷ୍ଟକ ବଜାର ବନ୍ଦ: ମାର୍ଚ୍ଚ ୨୬ ରେ ରାମ ନବମୀ ପାଇଁ NSE, BSE ବନ୍ଦ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଉତ୍କଳ ସାମ୍ବାଦିକ ସଂଘର ବୈଠକ, ଯୋଗଦେଲେ ୫ ନୂଆ ସଦସ୍ୟ
Next Article ଆନ୍ଧ୍ରପ୍ରଦେଶଠାରେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?