ଡେରାଡୁନ, 26 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ଉତ୍ତରକାଶୀ, ସିଲକ୍ୟାରା ଟନେଲରେ ଫସିଥିବା ଶ୍ରମିକଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି । ଟକନପୁର, ଚମ୍ପାବତ ସ୍ଥିତ ବାସଭବନରେ ସେମାନଙ୍କ ପରିବାର ଲୋକଙ୍କୁ ଭେଟି ମନୋବଳ ବୃଦ୍ଧି କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହଧାମୀ ଶ୍ରମିକଙ୍କୁ ବାହାର କରିବା ପାଇଁ କେନ୍ଦ୍ରୀୟ ଏଜେନ୍ସି ଓ ରାଜ୍ୟର ପ୍ରଶାସନ ପକ୍ଷରୁ କରାଯାଉଥିବା ପ୍ରୟାସ ସମ୍ପର୍କରେ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
