ନୂଆଦିଲ୍ଲୀ, 19 ନଭେମ୍ବର (ହି.ସ.)
–
କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ। ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ,
କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁଙ୍କୁ ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ
ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ, ସୁଦୀର୍ଘ ଜୀବନ, ଦେଶସେବାରେ ନିରବଚ୍ଛିନ୍ନ ସଫଳତା ପାଇଁ କାମନା କରୁଛି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
