• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଅଚଳ ସୌର ପାନୀୟ ଜଳ ପ୍ରକଳ୍ପ ହେଲା ସଚଳ
Regional

ଅଚଳ ସୌର ପାନୀୟ ଜଳ ପ୍ରକଳ୍ପ ହେଲା ସଚଳ

CliQ INDIA
Last updated: October 23, 2023 5:00 pm
CliQ INDIA
Share
1 Min Read
SHARE

ଭୁବନ, ୨୩ ଅକ୍ଟୋବର (ହି.ସ.)- ଭୁବନ ବ୍ଲକ ଅନ୍ତର୍ଗତ ବାରୁଆଁ (ବି) ପଞ୍ଚାୟତର କାଇଁଶିରି ଗ୍ରାମରେ ବ୍ଲକ ପ୍ରଶାସନ ତରଫରୁ ସୌର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ଲୋକମାନେ ଏହାଦ୍ବାରା ସୁବିଧାରେ ପାଣି ପାଉଥିଲେ। ଗତ କିଛି ଦିନ ହେଲା ଟାଙ୍କି ଖରାପ ହୋଇଥିବା ଯୋଗୁଁ ଏହି ପ୍ରକଳ୍ପଟି ଅଚଳ ହୋଇ ପଡ଼ିଥିଲା ଓ ଲୋକମାନେ ପାନୀୟ ଜଳ ପାଇ ପାରୁ ନଥିଲେ। ଏ ସମ୍ପର୍କରେ ବାରୁଆଁ (ବି) ସରପଞ୍ଚ ଶ୍ରୀମତୀ ବୀଣାପାଣି ସାହୁଙ୍କ ଠାରୁ ଅଭିଯୋଗ ପାଇ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ପାନୀୟ ଜଳ ପ୍ରକଳ୍ପକୁ ତୁରନ୍ତ ସଚଳ କରାଇବାକୁ ଦାବି କରିଥିଲେ। ବିଡ଼ିଓ କଲ୍ୟାଣ ସୌରଭ ଦାଶ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ, ଏସ.ଡି.ଓ.ଙ୍କୁ ଏହି ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ବିଭାଗୀୟ କର୍ମଚାରୀ ମାନେ ଘଟଣାସ୍ଥଳକୁ ଯାଇ ଏକ ନୂଆ ଟାଙ୍କି ଲଗାଇ ପାନୀୟ ଜଳ ପ୍ରକଳ୍ପକୁ ସଚଳ କରିଥିଲେ। ଲୋକମାନେ ଏନେଇ ସରପଞ୍ଚ, ବିଡ଼ିଓ ଏବଂ ବ୍ଲକ ଅଧ୍ୟକ୍ଷାଙ୍କୁ କୃତଜ୍ଞତା ଜଣାଇଛନ୍ତି।

ହିନ୍ଦୁସ୍ଥାନ ସମାଚାର/ସୁଶାନ୍ତ/ପ୍ରଦୀପ୍ତ/ସମନ୍ୱୟ

You Might Also Like

ନେତା ମାନେ ମେଳି ହେବାରେ ବାଧା ନାହିଁ – ଗଣେଶ୍ୱର ବେହେରା
ନବରାତ୍ରିର ପ୍ରଥମ ଦୁର୍ଗା ସ୍ଵରୂପ ମାତା ଶୈଳପୁତ୍ରୀ | BulletsIn
(ଅପଡେଟ) କେନ୍ଦୁଝରରେ ଭୟଙ୍କର ଦୁର୍ଘଟଣା ଅଧାରେ ରହିଗଲା ମାଆ ତାରିଣୀ ଦର୍ଶନ ଟ୍ରକକୁ ପଛରୁ ପିଟିଲା ଭ୍ୟାନ, 8 ମୃତ, 12 ଗୁରୁତର ଦୁର୍ଘଟଣାରେ 3 ପରିବାର ନିଶ୍ଚିହ୍ନ
କୋରାପୁଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
କଂଗ୍ରେସରେ ସାମିଲ ହେଲେ କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗି

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ମହାନବମୀର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି
Next Article ମହାନବମୀର ଶୁଭେଚ୍ଛା ଜଣାଇଲେ ଯୋଗୀ ଆଦିତ୍ୟନାଥ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?