• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଆଇନ ସଚେତନତା ଶିବିର – Hindusthan Samachar Odia
Regional

ଆଇନ ସଚେତନତା ଶିବିର – Hindusthan Samachar Odia

CliQ INDIA
Last updated: November 10, 2025 8:50 am
CliQ INDIA
Share
2 Min Read
SHARE

ଆଇନ ସଚେତନତା ଶିବିର

ପୁରୀ, 9 ନଭେମ୍ବର (ହି.ସ.)-ପୁରୀ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣର ଅଧକ୍ଷ୍ୟ ତଥା ଜିଲ୍ଲା ଓ ଦୌରାଜଜ୍‌ ଶ୍ରୀମତୀଅଜନ୍ତା ଷଡଙ୍ଗୀଙ୍କ ନିର୍ଦେଶ ଅନୁଯାଇ ରବିବାର ପୂର୍ବାହ୍ନରେ ଜାତୀୟ ଆଇନ ସେବା ଦିବସ ଉପଲକ୍ଷେ ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା ରାଲି,ଆଇନ ସଚେତନ କାର୍ଯକ୍ରମ ଏବଂ ବକ୍ତୃତା ପ୍ରତିଯୋଗିତା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପୁରୀଙ୍କ ସମ୍ମିଳନୀ କକ୍ଷ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ରବିବାର ଏହି କାର୍ଯ୍ଯକ୍ରମକୁ ପୁରୀଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପରିତୋଷ କୁମାର ସେଠୀ ଉଦଘାଟନ କରିବା ସହ ନିଜ ବକ୍ତବ୍ୟରେ ପାଇଁ ରହିଥ‌ିବା ଆଇନ ସହାୟତା ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ଆଇନସେବା ପ୍ରାଧିକରଣ ଅଧିନିୟମ ୧୯୮୭ ରେ ଥିବା ବିଭିନ୍ନ ବିଧିବ୍ୟବସ୍ଥାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ,ନିଶୁଳ୍କ ଆଇନ ସେବା ଯୋଗ୍ୟ ହିତାଧିକାରୀ, ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର, ନ୍ୟାୟ ସଂଯୋଗ, ୧୫୧୦୦ ଏବଂ ସମୁଖ କାର୍ଯ୍ୟାଳୟ ବିଷୟରେ ଅବଗତ କରାଇବା ସହ ଆଇନ ସେବା କଣ ଏବଂ ଆଇନ ସେବା ପାଇବା ପାଇଁ କେଉଁ କେଉଁମାନେ ଯୋଗ୍ୟ,ସେହି ବିଷୟରେ ଆଲୋଚନା କରିଥିଲେ ।ଆଜିର ଏହି କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ଫାମିଲି କୋର୍ଟ ଜଜ, ତୃତୀୟ ଅତିରିକ୍ତ ଜିଲା ଓ ଦୌରାଜଜ, ବରିଷ୍ଠ ଦେୱାନି ବିଚାରପତି ଯୋଗ ଦେଇଛନ୍ତି। କାର୍ଯ୍ଯକ୍ରମରେ ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଛାତ୍ର,ଛାତ୍ରୀ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇଥିଲେ । ସେଥିମଧ୍ୟରୁ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଆଜିର ଏହିକାର୍ଯକ୍ରମରେ ବିଚାରପତି ବୃନ୍ଦ, ସମ୍ପାଦକ, ଓକିଲ ସଂଘ,ପୁରୀ ,ବେଦ କର୍ମକାଣ୍ଡ ମହାବିଦ୍ୟାଳୟର ଛାତ୍ର,ଛାତ୍ରୀ, ଅଧୀକାରୀମିତ୍ର,ପ୍ୟାନେଲ୍ ଲୟର ଯୋଗଦେଇଥିଲେ । ଶେଷରେ ଧନ୍ୟବାଦ ଅର୍ପଣ ସହ ଆଇନ ସେବାର ଉପଯୋଗୀତା ଓ ଉପଦେୟତାକୁ ଜନସାଧାରଣଙ୍କ ମଧ୍ୟରେ ପ୍ରଚାରକରିବା ସହ ଏହା କିପରି ଜନସାଧାରଣଙ୍କ ଉପଯୋଗୀ ହୋଇପାରିବ ଏଥ‌ିପାଇଁ ଆହ୍ୱାନ ଦେଇଥିଲେ। ଏହି କାର୍ଯ୍ଯକ୍ରମକୁ ପରିଚାଳନା କରିବାରେ ପ୍ରାଧିକାରଣର କର୍ମଚାରୀ ମାନେ ସହଯୋଗ କରିଥିଲେ ।

—————

ହିନ୍ଦୁସ୍ଥାନ ସମାଚାର / ବିଜୟ

You Might Also Like

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଅର୍ଜୁନ ସାହୁ
ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ | BulletsIn
ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ଆଜି
ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମାର ପ୍ରକଳ୍ପର ସମୀକ୍ଷା କଲେ ଫାଇଭ୍-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ପାଇଁ ସୁବ୍ୟବସ୍ଥିତ ଦର୍ଶନ ବ୍ୟବସ୍ଥା, ଦକ୍ଷ ଭିଡ଼ ପରିଚାଳନା ବ୍ୟବସ୍ଥା ଉପରେ ଗୁରୁତ୍ଵ
ଏକତା ଦିବସ ଅବସରରେ ଆୟୋଜିତ ଗଣଦୌଡରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ସହରାଞ୍ଚଳ ପରିବହନ କ୍ଷେତ୍ରରେ ଓଡ଼ିଶାର ‘ଆମ ବସ’ ଓ ‘ଆମ ଇ-ରାଇଡ୍’ ସ୍ୱତନ୍ତ୍ର ପୁରସ୍କାର
Next Article ଗୃହ ମନ୍ତ୍ରଣାଳୟ ଏବଂ ଜାତୀୟ ନ୍ୟାୟିକ ଏକାଡେମୀ, ଭୋପାଳ ପକ୍ଷରୁ ତିନୋଟି ନୂତନ ଅପରାଧିକ ଆଇନ ଉପରେ ଦୁଇ ଦିନିଆ ସମ୍ମିଳନୀ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?