• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଆଜି ସନ୍ଧ୍ୟାରେ ଜିପିଏଆଇ ଶିଖର ସମ୍ମିଳନୀର ଉଦଘାଟନ କରିବେ ପିଏମ ମୋଦି
Regional

ଆଜି ସନ୍ଧ୍ୟାରେ ଜିପିଏଆଇ ଶିଖର ସମ୍ମିଳନୀର ଉଦଘାଟନ କରିବେ ପିଏମ ମୋଦି

CliQ INDIA
Last updated: December 12, 2023 6:30 pm
CliQ INDIA
Share
1 Min Read
SHARE

ନୂଆଦିଲ୍ଲୀ, 12 ଡିସେମ୍ବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟା 5ଟାରେ ଦିଲ୍ଲୀର ଭାରତ ମଣ୍ଡପମରେ ତିନି ଦିନିଆ ଗ୍ଲୋବାଲ ପାର୍ଟନରସିପ ଅନ୍ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଶିଖର ସମ୍ମିଳନୀର ଉଦଘାଟନ କରିବେ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସୂଚନା ବିଜେପି ନିଜର ଅଫିସିଆଲ୍ ଏକ୍ସ ହ୍ୟାଣ୍ଡେଲରେ ସେୟାର କରିଛି।

ଗ୍ଲୋବାଲ୍ ପାର୍ଟନରସିପ୍ ଅନ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ଉଦ୍ଦେଶ୍ୟ ହେଉଛି କୃତ୍ରିମ ବୁଦ୍ଧିମତା ସହିତ ଜଡିତ ପ୍ରାଥମିକତା ଓ ଅତ୍ୟାଧୁନିକ ଅନୁସନ୍ଧାନ ଓ ବ୍ୟବହାରିକ ଗତିବିଧି ସହାୟତାରେ ସିଦ୍ଧାନ୍ତ ଓ ବ୍ୟବହାର ମଧ୍ୟରେ ବ୍ୟବଧାନକୁ ଦୂର କରିବା । 2020ରେ ଜିପିଏଆଇର ପ୍ରତିଷ୍ଠାତା ସଦସ୍ୟମାନଙ୍କ ମଧ୍ୟରୁ ଭାରତ 2024 ପର୍ଯ୍ୟନ୍ତ ଜିପିଏଆଇର ଅଧ୍ୟକ୍ଷ ରହିଛି ।

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ

You Might Also Like

ଅତିରିକ୍ତ ବଜେଟ୍ ଓଡ଼ିଶାବାସୀଙ୍କ ଅନେକ ଆଶାକୁ ଧୂଳିସାତ କରୁଛି- ନବୀନ ପଟ୍ଟନାୟକ
ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଗଂଜାମ ଜିଲା ସମ୍ମିଳିତ କର୍ମଜିବୀ ସାମ୍ବାଦିକ ସଂଘର ବୈଠକ
ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ମୁଂବାଇରେ ଆଜିରୁ ନିବେଶକ ସମ୍ମେଳନକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି | BulletsIn

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଆଇପିଏଲ 2024 ନିଲାମୀରେ ସାମିଲ ହେବେ 333 କ୍ରିକେଟଣ214 ଭାରତୀୟ ଓ 119 ବିଦେଶୀ ଖେଳାଳି ସାମିଲ
Next Article ଆଧ୍ୟାତ୍ମିକ ଗୁରୁ ଦଲାଇଲାମାଙ୍କ ବାର୍ତ୍ତା, ବୋଧିଚିତ ଅଭ୍ୟାସ ଜୀବନକୁ ଆନନ୍ଦମୟ କରିଥାଏ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?