• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଆତ୍ମନିର୍ଭର ଭାରତ ଅଭିଯାନ ସମଗ୍ର ସମାଜ ଓ ରାଷ୍ଟ୍ର ପାଇଁ ଏକ ପ୍ରତିଜ୍ଞା : ମନମୋହନ ସାମଲ
Regional

ଆତ୍ମନିର୍ଭର ଭାରତ ଅଭିଯାନ ସମଗ୍ର ସମାଜ ଓ ରାଷ୍ଟ୍ର ପାଇଁ ଏକ ପ୍ରତିଜ୍ଞା : ମନମୋହନ ସାମଲ

CliQ INDIA
Last updated: November 18, 2025 8:22 am
CliQ INDIA
Share
2 Min Read
SHARE

ଭୁବନେଶ୍ୱର, ୧୭ ନଭେମ୍ବର (ହି.ସ)- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ସ୍ୱଦେଶୀ ସଂକଳ୍ପ ମାଧ୍ୟମରେ ଆତ୍ମନିର୍ଭରଶୀଳ ଭାରତ ଲକ୍ଷ୍ୟ ଏବେ ଆନ୍ଦୋଳନରେ ପରିଣତ ହୋଇଛି। ବିଦେଶୀ ସାମଗ୍ରୀ ଛାଡ଼ି ଭାରତରେ ପ୍ରସ୍ତୁତ ସାମଗ୍ରୀ ଆପଣାଇବାକୁ ପ୍ରୋତ୍ସାହିତ କରିବା ପାଇଁ ସେପ୍ଟେମ୍ବର ୨୫ ତାରିଖ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଠାରୁ ଡିସେମ୍ବର ୨୫ ତାରିଖ ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ୯୦ ଦିନ ପର୍ଯ୍ୟନ୍ତ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହାକୁ ଦେଶର ଦ୍ୱିତୀୟ ଆର୍ଥିକ ସ୍ୱାଧୀନତା ସଂଗ୍ରାମ ଆନ୍ଦୋଳନ ବୋଲି କୁହାଯାଇପାରେ। ଭାରତୀୟ ଜନତା ପାର୍ଟି ସହ ଦେଶର ଅନେକ ସ୍ୱେଚ୍ଛାସେବୀ ସଂଗଠନ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକର୍ତାମାନେ ଯୋଗଦେଇ ସ୍ୱଦେଶୀ ଉତ୍ପାଦ ଆପଣେଇବା ପାଇଁ ଜନସାଧାରଣଙ୍କୁ ପ୍ରୋତ୍ସାହିତ କରିବାକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନର ସମୀକ୍ଷା ବୈଠକରେ ଯୋଗଦେଇ ଶ୍ରୀ ସାମଲ କହିଛନ୍ତି ଯେ, ଆତ୍ମନିର୍ଭରଶୀଳ ଭାରତ’ ଅଭିଯାନ ସମଗ୍ର ସମାଜ ଏବଂ ରାଷ୍ଟ୍ର ପାଇଁ ଏକ ପ୍ରତିଜ୍ଞା। ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କ ଅଂଶଗ୍ରହଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଦଳ ତରଫରୁ ଅନେକ କାର୍ଯ୍ୟକ୍ରମ ଓ ଅଭିଯାନ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବିଧାନସଭାସ୍ତରରେ ମହିଳା, ଯୁବ, ବ୍ୟବସାୟୀ ଓ ବୃତିଗତ ସମ୍ମିଳନୀ କରାଯିବ ସହ ସ୍ୱଦେଶୀ ମେଳା, ସ୍କୁଲ ଏବଂ କଲେଜସ୍ତରରେ ସ୍ୱଦେଶୀ ପ୍ରତିଜ୍ଞା, ଆତ୍ମନିର୍ଭର ଭାରତ ସଂକଳ୍ପ ରଥ ଓ ପଦଯାତ୍ରା କରିବା ସହ ଘର-ଘର ସ୍ୱଦେଶୀ ସମ୍ପର୍କ ଅଭିଯାନ କରିବା ପାଇଁ ସ୍ଥିର କରାଯାଇଛି। ୨୦୪୭ ବିକଶିତ ଭାରତ ଲକ୍ଷ୍ୟ ପୂରଣ କରିବା ପାଇଁ ଏହି ଅଭିଯାନକୁ ସଫଳ କରିବା ପାଇଁ ସମୀକ୍ଷା ବୈଠକରେ ଶ୍ରୀ ସାମଲ କାର୍ଯ୍ୟକର୍ତାମାନଙ୍କୁ ଆହ୍ୱାନ ଦେଇଥିଲେ।

ଏହି ଅବସରରେ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତି, ବିଷ୍ଣୁ ଦାସ, ଅଭିଯାନର ସଂଯୋଜକ ତଥା ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ସହ ସଂଯୋଜକ ତଥା ସାଂସଦ ଅନନ୍ତ ନାୟକ, ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମୁରଲୀ କ୍ରିଷ୍ଣା ଦଶରି, ରାଷ୍ଟ୍ରୀୟ ମହିଳା ମୋର୍ଚ୍ଚା ସାମାଜିକ ଗଣମାଧ୍ୟମ ସଂଯୋଜିକା ସୁଜାତା ପାଢ଼ୀ ପ୍ରମୁଖଙ୍କ ସମେତ ସମସ୍ତ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ଉପସ୍ଥିତ ଥିଲେ।

—————

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

You Might Also Like

ବର୍ଷ ଏକ ପ୍ରତାରଣା ଅନେକ – ସାମ୍ବାଦିକ ସମ୍ମିଳନୀ : ଲୋକଙ୍କୁ ପ୍ରତାରଣା କରିବାରେ ରେକର୍ଡ କରୁଛି ଡବଲ ଇଞ୍ଜିନ – କଂଗ୍ରେସ ବିଧାୟକ ଦଳ ନେତା
ପବିତ୍ର ଧନ୍ୱନ୍ତରୀ ଜୟନ୍ତୀ ଓ ଧନତେରସ୍ର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ବିଦାୟ ନେବ ମୌସୁମୀ – Hindusthan Samachar Odia
ଆହୁରି 4ଦିନ ଥରାଇବ ଜାଡ – Hindusthan Samachar Odia
ଗୀତାଞ୍ଜଳି ମିଶ୍ରଙ୍କ ଲିଖିତ ଦୁଇଟି ପୁସ୍ତକ ଉନ୍ମୋଚିତ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଦିଲ୍ଲୀ ବିସ୍ଫୋରଣ ମାମଲାରେ ପଶ୍ଚିମବଙ୍ଗର ଆଉ ଜଣେ ସନ୍ଦିଗ୍ଧ ଆତଙ୍କବାଦୀର ନାମ ଯୋଡାଗଲା, ଜେଲରୁ ଷଡ଼ଯନ୍ତ୍ର ରଚିଥିଲା
Next Article “ଏସୀୟ ବିହନ କଂଗ୍ରେସ ୨୦୨୫”କୁ ଉଦଘାଟନ କଲେ ଶ୍ରୀ ଶିବରାଜ ସିଂହ ଚୌହାନ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?