ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ)- ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ସ୍ଥିତି ସମୀକ୍ଷା ସମୀକ୍ଷା କରିବେ। ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୦ ଟା ବେଳେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି। ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ।
—————
ହିନ୍ଦୁସ୍ଥାନ ସମାଚାର / ବନ୍ଦନା
