ଭୁବନେଶ୍ୱର, 26 ଜୁନ୍ (ହି.ସ.)
– ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି
ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ସ୍ୱତନ୍ତ୍ର
ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ‘ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସରେ ତାଙ୍କର ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
