ଭୁବନେଶ୍ୱର, 27 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ
ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଆପଣଙ୍କୁ ସୁଦୀର୍ଘ ଜୀବନ, ଖୁସି ଓ ସୌହାର୍ଦ୍ଦ୍ୟ ପ୍ରଦାନ
କରନ୍ତୁ ଏହାହିଁ କାମନା କରୁଛି ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
