ଭୁବନେଶ୍ୱର, 23 ସେପ୍ଟେମ୍ବର (ହି.ସ.)- ଜାତୀୟ
ଆୟୁର୍ବେଦ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଜାତୀୟ ଆୟୁର୍ବେଦ ଦିବସ ଅବସରରେ
ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ସୁସ୍ଥ ଜୀବନଶୈଳୀ, ସନ୍ତୁଳିତ ଖାଦ୍ୟ
ସେବନ ସହ ଆୟୁର୍ବେଦର ପ୍ରୟୋଗ କରି ଆସନ୍ତୁ ଏକ ସୁସ୍ଥ ସମାଜ ଗଠନ କରିବା।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
