
ଭୁବନେଶ୍ୱର, 3 ଜାନୁଆରୀ (ହି.ସ.) ଆଜି ହେଉଛି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
