• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଜିଲ୍ଲା ସ୍ତରୀୟ “ସୁଶାସନ ଦିବସ, ପ୍ରଶାସନ-ଗାଁ କି ଓର” ସପ୍ତାହ କର୍ମଶାଳା
Regional

ଜିଲ୍ଲା ସ୍ତରୀୟ “ସୁଶାସନ ଦିବସ, ପ୍ରଶାସନ-ଗାଁ କି ଓର” ସପ୍ତାହ କର୍ମଶାଳା

CliQ INDIA
Last updated: December 24, 2025 9:30 am
CliQ INDIA
Share
2 Min Read
SHARE

ଗଞ୍ଜାମ, ୨୩ ଡିସେମ୍ବର (ହି.ସ.)- ଆଜି ଜିଲ୍ଲା ସ୍ତରୀୟ ‘ସୁଶାସନ ସପ୍ତାହ-ପ୍ରଶାସନ ଗାଁ କି ଓର’ କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଡ଼. ପ୍ରମୋଦ କୁମାର ପୃଷ୍ଟି (ସାଧାରଣ)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡା (ରାଜସ୍ବ ), ମୃଣାଲିକା ରାଠୋର ଆଇ.ଏ .ଏସ., ଛତ୍ରପୁର ଉପଜିଲ୍ଲାପାଳ ଶୁଭାଶିଷ ବରାଳ ଯୋଗଦାନ କରିଥିଲେ । ଏହି କର୍ମଶାଳାରେ ସ୍ୱାସ୍ଥ୍ୟ, ଶିକ୍ଷା, ଶିଶୁ ବିକାଶ ଏବଂ ସାଧାରଣଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ସମେତ ଜିଲ୍ଲାର ବିଭିନ୍ନ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ସେହିପରି ଗ୍ରାମ୍ୟ ମୁଖୀ ସଂଯୁକ୍ତ ଅଭିଯୋଗ ଶୁଣାଣି ଓ ଏହାର ସଫଳ କାହାଣୀ ବିଷୟରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଲୋକାଭିମୁଖୀ କରିବା ଓ ଲୋକଙ୍କ ଅସୁବିଧା ତୁରନ୍ତ ସମାଧାନ କରିବା l ଆଜିର ଡିଜିଟାଲ ଯୁଗରେ ସଂଯୋଗୀକରଣର ଗୁରୁତ୍ୱକୁ ବୁଝି ପ୍ରଶାସନ ମୌଳିକ ସଂଯୋଗୀକରଣ ସେବା ଗୁଡ଼ିକୁ ସହଜ କରିବା ପାଇଁ ପଦକ୍ଷେପ ନେଉଛି, ଯାହା ଗ୍ରାମବାସୀଙ୍କୁ ସରକାରୀ ସେବା, ଡିଜିଟାଲ ପ୍ଲାଟଫର୍ମ ଏବଂ କଲ୍ୟାଣକାରୀ ଯୋଜନା ଗୁଡ଼ିକୁ ଅଧିକ ଦକ୍ଷତାର ସହିତ ପାଇବାକୁ ସକ୍ଷମ କରିପାରିଛି l

ଏହି ‘ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର’ କର୍ମଶାଳା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ତା ୧୯ ଡିସେମ୍ବର ଠାରୁ ତା ୨୫ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲାରେ ମଧ୍ୟ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର କର୍ମଶାଳା ବିଭିନ୍ନ ଗ୍ରାମପଞ୍ଚାୟତ ସ୍ତରରେ ଆୟୋଜନ କରାଯାଉଛି । ସମସ୍ତ ବିଭାଗର ସଫଳ କାହାଣୀ ଅବଗତ କରାଇବା, ଜନସାଧରଣଙ୍କ ବିଭିନ୍ନ ଅଭିଯୋଗ ଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ସମାଧାନ କରିବା ସହ ଜନସେବା ପ୍ରଦାନ କରିବା, ବିଚାରଧୀନ ଜନସାଧାରଣଙ୍କ ଅଭିଯୋଗ ତୁରନ୍ତ ସମାଧାନ, ଅନଲାଇନ୍ ସେବା ପ୍ରଦାନ ଓ ଜିଲ୍ଲାର ସମସ୍ତ କର୍ମଚାରୀ ନିଜ ନିଜ ବିଭାଗର ଅଭିଯୋଗକୁ ତୁରନ୍ତ ସମାଧାନ କରିବାକୁ ଡଃ. ପୃଷ୍ଟି କହିଥିଲେ।

ଆଜିର ଏହି କର୍ମଶାଳାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀଗଣ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

You Might Also Like

ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଯୁବକ, ସଙ୍କଟାପନ୍ନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତରିତ
ମୁଖ୍ୟମନ୍ତ୍ରୀଙ୍କ ଦିର୍ଘାୟୁ କାମନା କରି ବିଜୁ ଯୁବ ଜନତା ଦଳ ପକ୍ଷରୁ ସମୁହ ଦୀପଦାନ ଓ ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର
ରାଜଧାନୀକୁ ଫେରିଲା ପଥୋତ୍ସବ – Hindusthan Samachar Odia
ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୨୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ବିଜେପିର କାର୍ଯ୍ୟକାରୀ ସଭାପତି ହେବା ପରେ ନୀତିନ ନବୀନ ପ୍ରଥମ ଥର ପାଇଁ ପାଟନାରେ ପହଂଚିଥିଲେ ଏବଂ ଦଳୀୟ କର୍ମୀ ଓ ନେତାମାନଙ୍କ ରୋଡଶୋରେ ଭିଡ଼
Next Article ବିଜେପି ଇମ୍ରାନ ମାସୁଦଙ୍କ ବୟାନକୁ ତାଚ୍ଛଲ୍ୟ କରି କହିଛି, ରାହୁଲ ଗାନ୍ଧୀ ଜନମତ ସହିତ ହରାଉଛନ୍ତି ଜନପଥ
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?