• English
  • Hindi
  • Punjabi
  • Marathi
  • German
  • Gujarati
  • Urdu
  • Telugu
  • Bengali
  • Kannada
  • Odia
  • Assamese
  • Nepali
  • Spanish
  • French
  • Japanese
  • Arabic
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
Notification
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Home
  • Noida
  • Breaking
  • National
    • New India
  • International
  • Entertainment
  • Crime
  • Business
  • Sports
  • Noida
  • Breaking
  • National
  • International
  • Entertainment
  • Crime
  • Business
  • Sports
CliQ INDIA Sites > CliQ INDIA Odia > Regional > ଦ୍ୱିତୀୟ ପର୍ଯ୍ୟାୟ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ
Regional

ଦ୍ୱିତୀୟ ପର୍ଯ୍ୟାୟ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

CliQ INDIA
Last updated: November 20, 2025 9:45 am
CliQ INDIA
Share
1 Min Read
SHARE

ଜୟପୁର , 19 ନଭେମ୍ବର (ହି.ସ.)- ଜୟପୁର ଶାରଦା ବିହାର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ମହିଳା ମାନଙ୍କ ମଧ୍ୟରେ ଥିବା ସୃଜନ ଶକ୍ତିକୁ ଜାଗ୍ରତ କରି ଭାରତକୁ ବୈଭବଶାଳୀ ରାଷ୍ଟ୍ର କରିବାର ସ୍ଵପ୍ନକୁ ସଫଳ କରିବା ପାଇଁ ମହିଳା ମାନଙ୍କୁ ଏକତ୍ରିତ କରି ସପ୍ତଶକ୍ତି ସଙ୍ଗମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମର ଆମର ସଭାପତି ଦାୟିତ୍ୱରେ ଆମ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟା ଶ୍ରୀମତୀ ସରୋଜିନୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏହି ଅବସରରେ ସ୍ଥାନୀୟ ଦୁଇଜଣ ମାତୃ ଯୌଥ ପରିବାର ଗଠନରେ ଦୃଷ୍ଟାନ୍ତ ସାଜିଥିବା ଶ୍ରୀମତୀ ଗୀତାରାଣୀ ସାମନ୍ତରାୟ ଓ ଶ୍ରୀମତୀ ଜୟନ୍ତୀ ସେନାପତିଙ୍କୁ ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।ଏଥିରେ ମୁଖ୍ୟ ବକ୍ତା ଶ୍ରୀମତୀ ସୁକାନ୍ତି ସୋଏ ଓ ମୁଖ୍ୟ ଅତିଥି ଶ୍ରୀମତୀ ପୁଷ୍କାଞ୍ଜଳି ତ୍ରିପାଠୀ ମହିଳାମାନେ ଶକ୍ତି ରୂପେ ସିଂହାସନରେ ବସି ସମଗ୍ର ଜାତିର କଲ୍ୟାଣ କରି ସମଗ୍ର ବିଶ୍ୱକୁ ମାର୍ଗଦର୍ଶନ କରିବା ବିଷୟରେ ଆଲୋକପାତ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଶ୍ରୀମତୀ N.ସୁଜାତା ସପ୍ତ ଶକ୍ତି ସଂଗମ ର ଉର୍ଦ୍ଦେଶ୍ୟ ସମ୍ବନ୍ଧରେ ଅବଗତ କରାଇବା ସହ କୁଇଜ୍ , ପ୍ରେରଣାଦାୟକ ମହିଳାଙ୍କ ବାର୍ତ୍ତା , ସଭାପତିଙ୍କ ଅଭିଭାଷଣ ମାତୃଭାରତୀର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ଦାଶ ଅନୁଭୂତି କଥନ କରିବା ସହ ମାତୃ ଭାରତୀର ସମସ୍ତ ସଦସ୍ୟା ଉପସ୍ଥିତ ଥିଲେ । ପରିଶେଷରେ ଧନ୍ୟବାଦ ସହ କାର୍ଯ୍ୟକ୍ରମ ସମାପନ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ସେଠୀ ମହୋଦୟଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିବା ପାଇଁ ସମସ୍ତ ଗୁରୁମା ଓ ମାତୃଭାରତୀ ସହଯୋଗ କରିଥିଲେ ।

—————

ହିନ୍ଦୁସ୍ଥାନ ସମାଚାର / ପିକେପି

You Might Also Like

ଭୂମିକାର ୩୬ତମ ସ୍ଵନକ୍ଷତ୍ର ଦିବସ ପାଳିତ
କର୍ଡୋଲା ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଶୁଭାରମ୍ଭ
ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
ସ୍କୁଟିକୁ ପିଟିଲା ହାଇୱା : ମାଆ ମୃତ, ପୁଅ ଗୁରୁତର : ଉତ୍ୟେକ୍ତ ଲୋକଙ୍କ ରାସ୍ତାରୋକ | BulletsIn
ଗ୍ରୀଷ୍ମ ପ୍ରଭାବ ଓ ଅଂଶୁଘାତର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

Sign Up For Daily Newsletter

Be keep up! Get the latest breaking news delivered straight to your inbox.
[mc4wp_form]
By signing up, you agree to our Terms of Use and acknowledge the data practices in our Privacy Policy. You may unsubscribe at any time.
Share This Article
Facebook Whatsapp Whatsapp Telegram Copy Link Print
Share
What do you think?
Love0
Sad0
Happy0
Angry0
Wink0
Previous Article ଗୁରୁବାରଠାରୁ ଛତିଶଗଡ଼, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯିବେ ରାଷ୍ଟ୍ରପତି
Next Article ଆଜି ଠାରୁ ଛତିଶଗଡ଼, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ରାଷ୍ଟ୍ରପତି
Leave a Comment Leave a Comment

Leave a Reply Cancel reply

Your email address will not be published. Required fields are marked *

Stay Connected

FacebookLike
XFollow
InstagramFollow
YoutubeSubscribe
- Advertisement -
Ad imageAd image

Latest News

ଭାରତୀୟ ଶେୟାର ବଜାରରେ ରୁପି ମାନ୍ଦାବସ୍ଥା ଓ ଅଶୋଧିତ ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରେଡ୍ ମାର୍କେଟ ଖୋଲିଲା
Business
May 23, 2026
ମହାରାଷ୍ଟ୍ରର ପଦକ୍ଷେପ ପରେ ବିମାନ ଇନ୍ଧନ ଉପରେ ଟିକସ ହ୍ରାସ ପାଇଁ କଂଗ୍ରେସ ଶାସିତ ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ
National
May 23, 2026
ଆର୍ଥିକ ଦୃଷ୍ଟିରୁ ଉନ୍ନତ ଓବିସି ପରିବାରଙ୍କ ପାଇଁ ସଂରକ୍ଷଣ ସୁବିଧା ଜାରି ରଖିବାକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
National
May 23, 2026
ଆଇପିଏଲ ୨୦୨୬ ମୁକାବିଲା ପାଇଁ ପ୍ରସ୍ତୁତ ହେଉଛନ୍ତି ଲକ୍ଷ୍ନୌ ସୁପର ଜାୟଣ୍ଟସ ଓ ପଞ୍ଜାବ କିଙ୍ଗସ
Sports
May 23, 2026

//

We are rapidly growing digital news startup that is dedicated to providing reliable, unbiased, and real-time news to our audience.

We are rapidly growing digital news startup that is dedicated to providing reliable, unbiased, and real-time news to our audience.

Sign Up for Our Newsletter

Sign Up for Our Newsletter

Subscribe to our newsletter to get our newest articles instantly!

Follow US

Follow US

© 2025 cliQ India. All Rights Reserved.

CliQ INDIA Odia
  • English – अंग्रेज़ी
  • Hindi – हिंदी
  • Punjabi – ਪੰਜਾਬੀ
  • Marathi – मराठी
  • German – Deutsch
  • Gujarati – ગુજરાતી
  • Urdu – اردو
  • Telugu – తెలుగు
  • Bengali – বাংলা
  • Kannada – ಕನ್ನಡ
  • Odia – ଓଡିଆ
  • Assamese – অসমীয়া
  • Nepali – नेपाली
  • Spanish – Española
  • French – Français
  • Japanese – フランス語
  • Arabic – فرنسي
Welcome Back!

Sign in to your account

Username or Email Address
Password

Lost your password?