
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା ବିଶିଷ୍ଟ ସାହିତ୍ୟିକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା/ସମନ୍ୱୟ
