ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ପଣ୍ଡିତ
ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ସାହିତ୍ୟିକ, ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ
ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଆ ଭାଷା ଓ ସାହିତ୍ୟକୁ କାଳଜୟୀ କରିବା ଦିଗରେ
ତାଙ୍କର ଅନନ୍ୟ ଅବଦାନ ସର୍ବଦା ସ୍ମରଣୀୟ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
