ଭୁବନେଶ୍ୱର, 20 ଅଗଷ୍ଟ (ହି.ସ.)
– ପଦ୍ମଭୂଷଣ ଡ.
ଗୋପୀନାଥ ମହାନ୍ତିଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜ୍ଞାନପୀଠ ପୁରସ୍କାର’ରେ ସମ୍ମାନିତ ଓଡ଼ିଆ ଔପନ୍ୟାସିକ ତଥା କଥାଶିଳ୍ପୀ ପଦ୍ମଭୂଷଣ ଡ.
ଗୋପୀନାଥ ମହାନ୍ତିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରଣାମ ।
—————
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
