ଭୁବନେଶ୍ୱର, 27 ଅକ୍ଟୋବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପବିତ୍ର ଛଠ ପୂଜା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ଛଠପୂଜା ଅବସରରେ ହାର୍ଦ୍ଧିକ ଶୁଭେଚ୍ଛା। ସୂର୍ଯ୍ୟ ଦେବଙ୍କ ଆଶୀର୍ବାଦରେ ଆମ ଜୀବନ ସମସ୍ତେ ସୁଖ, ସ୍ୱାସ୍ଥ୍ୟ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
—————
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
